ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ଜୁଆ ଆଡ୍ଡା ଉପରେ ଚଢ଼ାଉ

ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ଏକ ଜୁଆ ଆଡ୍ଡା ଉପରେ ଚଢ଼ାଉ କରାଯାଇଥିବା ସ୍ଥାନୀୟ ଆରକ୍ଷୀ ଅଧୀକ୍ଷକ ସୂଚନା ଦେଇଛନ୍ତି । ଏଥିରେ ପାଞ୍ଚଜଣଙ୍କୁ ଗିରଫ କରିବା ସହ ସେମାନଙ୍କଠୁ ନଗଦ ୩୩୧୦୦ ଟଙ୍କା,  ୧୩ ଟି ମୋଟର ସାଇକେଲ ଓ ମୋବାଇଲ ଫୋନ୍ ଜବତ ହୋଇଥିବା ଜଣାପଡ଼ିଛି ।

Advertisement

WANTED : Female Tele Caller(Freelance) : Qualification-Graduation. The candidates must be well conversant in Odia and Hindi language. Their voice must be sweet and audible. Interested Candidates may send their bio-data along with the contact details to : info@matrimonyind.com

Spread the love
You are currently viewing ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ଜୁଆ ଆଡ୍ଡା ଉପରେ ଚଢ଼ାଉ