ରାଜ୍ୟରେ ଆଉ ଏକ କରୋନା ରୋଗୀ ଚିହ୍ନଟ


ବାଲେଶ୍ୱର ଜିଲ୍ଲାରୁ ଆଉ ଏକ କରୋନା ରୋଗୀ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ଏଥିସହିତ କରୋନା ମାମଲା ରାଜ୍ୟରେ ୧୪୩ ରେ ପହଂଚିଛି । ଦେଶରେ ୩୩୬୧୦ ଜଣଙ୍କଠାରେ କରୋନା ଭୂତାଣୁ ଚିହ୍ନଟ ହୋଇଥିବାବେଳେ ଏଯାଏଁ ୮୩୭୩ ଜଣ ଭଲ ହେଲେଣି ଓ ୧୦୭୫ ଜଣ ମୃତ୍ୟୁ ବରଣ କରିଥିବା ସୂଚନା ମିଳିଛି ।

Advertisement

WANTED : Female Tele Caller(Freelance) : Qualification-Graduation. The candidates must be well conversant in Odia and Hindi language. Their voice must be sweet and audible. Interested Candidates may send their bio-data along with the contact details to : info@matrimonyind.com

Spread the love
ରାଜ୍ୟରେ ଆଉ ଏକ କରୋନା ରୋଗୀ ଚିହ୍ନଟ