ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଭବାନୀ ଚରଣ ପଟ୍ଟନାୟକଙ୍କ ପରଲୋକ


ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଭବାନୀ ଚରଣ ପଟ୍ଟନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି । ଦେଶ ଜଣେ ସଚ୍ଚୋଟ ଗାନ୍ଧିବାଦୀ ତଥା ଜଣେ କର୍ମଯୋଗୀଙ୍କୁ ହରାଇଲା ବୋଲି ସେ କହିଛନ୍ତି । ଏହା ସହ ରାଜ୍ୟର ଅନେକ ମାନ୍ୟଗଣ୍ୟ ବ୍ୟକ୍ତି ସ୍ୱର୍ଗତ ପଟ୍ଟନାୟକଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ।

Advertisement

WANTED : Female Tele Caller(Freelance) : Qualification-Graduation. The candidates must be well conversant in Odia and Hindi language. Their voice must be sweet and audible. Interested Candidates may send their bio-data along with the contact details to : info@matrimonyind.com

Spread the love
ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଭବାନୀ ଚରଣ ପଟ୍ଟନାୟକଙ୍କ ପରଲୋକ