ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଭବାନୀ ଚରଣ ପଟ୍ଟନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି । ଦେଶ ଜଣେ ସଚ୍ଚୋଟ ଗାନ୍ଧିବାଦୀ ତଥା ଜଣେ କର୍ମଯୋଗୀଙ୍କୁ ହରାଇଲା ବୋଲି ସେ କହିଛନ୍ତି । ଏହା ସହ ରାଜ୍ୟର ଅନେକ ମାନ୍ୟଗଣ୍ୟ ବ୍ୟକ୍ତି ସ୍ୱର୍ଗତ ପଟ୍ଟନାୟକଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ।
ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଭବାନୀ ଚରଣ ପଟ୍ଟନାୟକଙ୍କ ପରଲୋକ
