(୨୧/୭) ବରିଷ୍ଠ ପ୍ରଶାସନିକ ଅଧିକାରୀ ତଥା ଗଜପତି ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ କରୁଣାକର ରାଇକା ଙ୍କ ଦେହାନ୍ତ ହୋଇଯାଇଛି । ସେ ଗଜପତି କୋଭିଡ ହସ୍ପିଟାଲ ଦାୟିତ୍ୱ ରେ ଅନେକ ଦିନ ଧରି ରହିଥିଲେ । କିଛିଦିନ ତଳେ ତାଙ୍କୁ ଥଣ୍ଡା ଜ୍ୱର ହେବାରୁ ବ୍ରହ୍ମପୁର ରେ ଚିକିତ୍ସିତ ହେଉଥିଲେ । ତାଙ୍କୁ ଗୁରୁତର ଅବସ୍ଥାରେ ଚିକିତ୍ସା ପାଇଁ କଟକ ନେବା ରାସ୍ତାରେ ତାଙ୍କର ଦେହାନ୍ତ ହୋଇଥିଲା। ସେ ବହୁଦିନ ଧରି ନବରଙ୍ଗପୁର ଉପଜିଲ୍ଲାପାଳ ଏବଂ ଅତିରିକ୍ତ ଜିଲ୍ଲାପାଳ ଦାୟିତ୍ଵ ରେ ରହିଥିଲେ। ତାଙ୍କ ବିୟୋଗରେ ଦୁଃଖ ପ୍ରକାଶ କରିବା ସହ ତାଙ୍କର ଅମର ଆତ୍ମାର ସଦଗତି କାମନା କରୁଛି ।
ଗଜପତି ଜିଲ୍ଲା କୋଭିଡ ହସ୍ପିଟାଲ ଦାୟିତ୍ୱରେ ଥିବା ଅତିରିକ୍ତ ଜିଲ୍ଲାପାଳଙ୍କ ଦେହାନ୍ତ
