ବାତ୍ୟା ପ୍ରଭାବିତ ଅଂଚଳରେ ଲୋକଙ୍କୁ ସ୍ୱାସ୍ଥ୍ୟସେବା ଅଗ୍ରାଧିକାର ଭିତ୍ତିରେ ଯୋଗାଇ ଦେବା ସହିତ ବାତ୍ୟା ପରବର୍ତ୍ତୀ ସମୟରେ ମ୍ୟାଲେରିଆ, ଜଣ୍ଡିସ୍ ଭଳି ବିଭିନ୍ନ ରୋଗ ବ୍ୟାପିବାର ସମ୍ଭାବନା ରହି ଥିବାରୁ ପ୍ରତିକାତ୍ମକ ବ୍ୟବସ୍ଥା କରିବାକୁ ମନ୍ତ୍ରୀ ନବ କିଶୋର ଦାସ ବିଭାଗୀୟ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି ।
ବାତ୍ୟା ପ୍ରଭାବିତ ଅଂଚଳରେ ଅଗ୍ରାଧିକାର ଭିତ୍ତିରେ ସ୍ୱାସ୍ଥ୍ୟସେବା ଯୋଗାଇବାକୁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ପରାମର୍ଶ
